Biblia Todo Logo
Bib sou entènèt

- Piblisite -




ମାର୍କ 10:44 - ପବିତ୍ର ବାଇବଲ (CL) NT (BSI)

44 ଏବଂ ତୁମ୍ଭ ମଧ୍ୟରୁ ଯଦି ଜଣେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ପରି ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।

Gade chapit la Kopi

ଓଡିଆ ବାଇବେଲ

44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।

Gade chapit la Kopi

ପବିତ୍ର ବାଇବଲ

44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ।

Gade chapit la Kopi




ମାର୍କ 10:44
5 Referans Kwoze  

ଯଦି କେହି ତୁମର କମିଜ୍ ନେବା ପାଇଁ ତୁମ ବିରୁଦ୍ଧରେ ନାଲିସ୍ କରି ତୁମକୁ ବିଚାରାଳୟକୁ ନିଏ, ତାକୁ ତୁମର କୋଟ୍ ମଧ୍ୟ ଦାନ କରିଦିଅ।


ଯୀଶୁ ବସି ତାଙ୍କ ବାର ଜଣ ଶିଷ୍ୟଙ୍କୁ ପାଖକୁ ଡ଼ାକି ସେମାନଙ୍କୁ କହିଲେ, “ଯେ ପ୍ରଥମ ସ୍ଥାନ ଚାହେଁ, ସେ ପଛରେ ରହୁ ଏବଂ ସମସ୍ତଙ୍କର ସେବକ ହେଉ।”


କିନ୍ତୁ ତୁମେ ଏହି ନୀତିରେ ଚଳିବ ନାହିଁ। ତୁମ ଭିତରୁ ଜଣେ ଯଦି ବଡ଼ ହେବାକୁ ଚାହେଁ, ସେ ଅନ୍ୟମାନଙ୍କର ସେବକ ହେଉ


ମନୁଷ୍ୟପୁତ୍ର ସୁଦ୍ଧା ସେବା ପାଇବାକୁ ଆସି ନାହାନ୍ତି, କିନ୍ତୁ ସେବା କରିବାକୁ ଏବଂ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପ ନିଜର ଜୀବନ ଉତ୍ସର୍ଗ କରିବାକୁ ଆସିଛନ୍ତି।”


ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ।


Swiv nou:

Piblisite


Piblisite