Biblia Todo Logo
Bib sou entènèt

- Piblisite -




ମାର୍କ 10:6 - ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ସୃଷ୍ଟି ସମୟରେ ଈଶ୍ୱର ମନୁଷ୍ୟକୁ ନର ଓ ନାରୀ ରୂପେ ଗଢ଼ିଥିଲେ ଏବଂ ଶାସ୍ତ୍ରରେ କୁହାଯାଇଛି ଯେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’

Gade chapit la Kopi




ମାର୍କ 10:6
9 Referans Kwoze  

ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।”


ସେହି ଦୁର୍ଦ୍ଦିନରେ ଦୁଃଖକଷ୍ଟ ସବୁ ସୃଷ୍ଟିର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟିଯାଇଥିବା ସମସ୍ତ କ୍ଲେଶରୁ ଅଧିକ ଭୟଙ୍କର ହେବ।


ଈଶ୍ୱର ଜଗତକୁ ସୃଷ୍ଟି କରିବା ସମୟରୁ, ତାଙ୍କ ଅଦୃଶ୍ୟ ଗୁଣାବଳୀ ଯଥା ତାଙ୍କର ଅଲୌକିକ ପ୍ରକୃତି ଓ ଚିରନ୍ତନ ଶକ୍ତି ସ୍ପଷ୍ଟରୂପେ ପ୍ରକାଶ ପାଇ ଆସିଛି - ତାହା ସୃଷ୍ଟ ବିଷୟମାନଙ୍କରେ ତାହା ଉପଲବ୍ଧି କରି ହୁଏ। ତେଣୁ ସେମାନେ ଜାଣି ନାହାନ୍ତି ବୋଲି ଆଳ ଦେଖାଇ ପାରିବେ ନାହିଁ।


Swiv nou:

Piblisite


Piblisite