Biblia Todo Logo
Bib sou entènèt

- Piblisite -




ମାର୍କ 10:8 - ପବିତ୍ର ବାଇବଲ (CL) NT (BSI)

8 ସେମାନେ ମିଳିତ ହୋଇ ଏକ ହେବେ। ସେମାନେ ଆଉ ଦୁଇ ହୋଇ ରହିବେ ନାହିଁ, କିନ୍ତୁ ଏକ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ଏବଂ ସେମାନେ ଏକ ହୋଇଯିବେ।’ ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ।

Gade chapit la Kopi




ମାର୍କ 10:8
4 Referans Kwoze  

ସ୍ୱାମୀମାନେ ନିଜ ଶରୀର ତୁଲ୍ୟ ମନେ କରି ନିଜ ସ୍ତ୍ରୀକୁ ପ୍ରେମ କରିବା ଉଚିତ। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ନିଜକୁ ପ୍ରେମ କରେ।


ତୁମେ ବୋଧହୁଏ ଜାଣ ନାହିଁ, ଯିଏ ଗଣିକା ସହିତ ମିଳିତ ହୁଏ, ସେ ତା’ ସହିତ ଶାରୀରିକଭାବେ ଏକାଙ୍ଗ ହୋଇଯାଏ? ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”


ଈଶ୍ୱର ଯେଉଁମାନଙ୍କୁ ସଂଯୁକ୍ତ କରିଛନ୍ତି, ମନୁଷ୍ୟ ସେମାନଙ୍କୁ ବିଚ୍ଛିନ୍ନ ନ କରୁ।”


Swiv nou:

Piblisite


Piblisite