Biblia Todo Logo
Bib sou entènèt

- Piblisite -




ମାର୍କ 11:10 - ପବିତ୍ର ବାଇବଲ (CL) NT (BSI)

10 “ହୋଶାନ୍ନା, ପ୍ରଭୁଙ୍କ ନାମରେ ଯିଏ ଆସୁଛନ୍ତି, ତାଙ୍କର ଜୟ ହେଉ। ପୁନଃ ପ୍ରତିଷ୍ଠିତ ହେବାକୁ ଯାଉଥିବା ଆମ ପିତା ଦାଉଦ ରାଜାଙ୍କ ରାଜ୍ୟକୁ ଈଶ୍ୱର ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ଗୌରବ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ଵଲୋକରେ ହୋଶାନ୍ନା !

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!

Gade chapit la Kopi

ପବିତ୍ର ବାଇବଲ

10 “ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ, ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”

Gade chapit la Kopi




ମାର୍କ 11:10
13 Referans Kwoze  

“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


ଭାବ ନାହିଁ ଯେ ଅବ୍ରାହାମ ତୁମ ପୂର୍ବପୁରୁଷ ବୋଲି କହିଦେବା ଦ୍ୱାରା ତୁମେ ଦଣ୍ଡରୁ ରକ୍ଷା ପାଇଯିବ। ମୁଁ ତୁମକୁ କହି ରଖୁଛି ଯେ ଈଶ୍ୱର ଏହି ପଥରଗୁଡ଼ିକ ନେଇ ଅବ୍ରାହାମଙ୍କ ବଂଶଧର ସୃଷ୍ଟି କରି ପାରିବେ।


ଯୀଶୁଙ୍କ ଆଗରେ ଓ ପଛରେ ଯାଉଥିବା ଲୋକାମନେ ଉଚ୍ଚ ସ୍ୱରରେ କହିଲେ, “ଦାଉଦ ସନ୍ତାନଙ୍କର ପ୍ରଶଂସା କର, ଯେ ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ପ୍ରଶଂସା କର।”


Swiv nou:

Piblisite


Piblisite