Biblia Todo Logo
Bib sou entènèt

- Piblisite -




ମାର୍କ 11:4 - ପବିତ୍ର ବାଇବଲ (CL) NT (BSI)

4 ସେମାନେ ଉକ୍ତ ଗ୍ରାମକୁ ଯାଇ ଦେଖିଲେ ଗୋଟିଏ ଗଧ ଛୁଆ ଗାଁ ଦାଣ୍ଡରେ ଗୋଟିଏ ଦ୍ୱାରରେ ବନ୍ଧା ହୋଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଯାଇ ଦ୍ଵାର ନିକଟରେ ବାହାର ଦାଣ୍ତରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ।

Gade chapit la Kopi




ମାର୍କ 11:4
8 Referans Kwoze  

ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ।


ଯୀଶୁଙ୍କ ମା’ ପରିଚାରକମାନଙ୍କୁ କହିଲେ, “ସେ ଯାହା କହିବେ, ତାହା କର।”


ଯୀଶୁ କହିବା ଅନୁଯାୟୀ ଶିଷ୍ୟମାନେ ନିସ୍ତାର ପର୍ବ ଭୋଜ ଆୟୋଜନ କଲେ।


ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଯୀଶୁ କହିଲେ, “ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ। ସେଠାରେ ପହଞ୍ଚିବାକ୍ଷଣି ଦେଖିବ, ଗୋଟିଏ ଗଧ ବନ୍ଧା ହୋଇଛି ଓ ତା’ ପାଖରେ ତା’ ଛୁଆଟି ଅଛି। ସେମାନଙ୍କୁ ଫିଟାଇ ମୋ’ ପାଖକୁ ନେଇ ଆସ।


‘କାହିଁକି ଏହା କରୁଛ’ ବୋଲି ଯଦି କିଏ ପଚାରେ; ତାକୁ କହିବ, ‘ଗୁରୁଙ୍କର ଦରକାର ଅଛି ଏବଂ ଶୀଘ୍ର ତାକୁ ଫେରାଇ ଦେବେ’।”


ତାକୁ ଫିଟାଇବାବେଳେ ପାଖରେ ଠିଆ ହୋଇଥିବା କେତେଜଣ ପଚାରିଲେ, “କଅଣ କରୁଛ, ଗଧ ଛୁଆକୁ ଫିଟାଉଛ କାହିଁକି?”


Swiv nou:

Piblisite


Piblisite