ମାର୍କ 12:4 - ପବିତ୍ର ବାଇବଲ (CL) NT (BSI)4 କ୍ଷେତର ମାଲିକ ଆଉ ଜଣେ ଦାସକୁ ପଠାଇଲେ। ଚାଷୀମାନେ ତା’ ପ୍ରତି ମଧ୍ୟ ଦୁର୍ବ୍ୟବହାର କଲେ ଏବଂ ମାଡ଼ ଦେଇ ତା’ ମୁଣ୍ଡ ଫଟାଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ। Gade chapit laଓଡିଆ ବାଇବେଲ4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ। Gade chapit laପବିତ୍ର ବାଇବଲ4 ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। Gade chapit la |