ମାର୍କ 15:5 - ପବିତ୍ର ବାଇବଲ (CL) NT (BSI)5 ଯୀଶୁ ଗୋଟିଏ ସୁଦ୍ଧା ନ କହିବାରୁ ପିଲାତ ବିସ୍ମିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ। Gade chapit laଓଡିଆ ବାଇବେଲ5 କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ। Gade chapit laପବିତ୍ର ବାଇବଲ5 ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। Gade chapit la |