Biblia Todo Logo
Bib sou entènèt

- Piblisite -




ମାର୍କ 15:8 - ପବିତ୍ର ବାଇବଲ (CL) NT (BSI)

8 ଯେତେବେଳେ ସମବେତ ହୋଇଥିବା ଲୋକମାନେ ପୂର୍ବ ରୀତି ଅନୁସାରେ ଜଣକୁ ଛାଡ଼ି ଦେବା ପାଇଁ ଦାବୀ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେଣୁ ଲୋକସମୂହ ଉପରକୁ ଯାଇ ତାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

8 ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।

Gade chapit la Kopi




ମାର୍କ 15:8
5 Referans Kwoze  

ନିସ୍ତାର ପର୍ବ ସମୟରେ ଜନତାର ଇଚ୍ଛା ଅନୁଯାୟୀ ରୋମୀୟ ଶାସକ ଯେ କୌଣସି ଗୋଟିଏ ବନ୍ଦୀକୁ ଖଲାସ କରି ଦେବାର ପ୍ରଥା ଥିଲା।


ତା’ପରେ ଯୀଶୁ ଯର୍ଦ୍ଦନ ନଦୀ ପାର ହୋଇ ଇହୁଦୀୟା ପ୍ରଦେଶରେ ପହଞ୍ôଚଲେ। ସେଠାରେ ମଧ୍ୟ ଲୋକମାନେ ବହୁସଂଖ୍ୟାରେ ଆସି ତାଙ୍କ ପାଖରେ ଜମା ହେଲେ ଏବଂ ସେ ପୂର୍ବ ପରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ସେତେବେଳେ ହିଂସାକାଣ୍ଡ ଓ ନରହତ୍ୟା ଅପରାଧରେ ଅଭିଯୁକ୍ତ କେତେକ ବିଦ୍ରୋହୀଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ କାରାଦଣ୍ଡ ଭୋଗ କରୁଥିଲା।


ପିଲାତ ସେମାନଙ୍କୁ ପଚାରିଲେ, “ଇହୁଦୀମାନଙ୍କ ରାଜାଙ୍କୁ ମୁଁ ମୁକ୍ତ କରିଦିଏ ବୋଲି କଅଣ ତୁମ୍ଭେମାନେ ଚାହୁଁଛ?”


Swiv nou:

Piblisite


Piblisite