Biblia Todo Logo
Bib sou entènèt

- Piblisite -




ମାର୍କ 16:2 - ପବିତ୍ର ବାଇବଲ (CL) NT (BSI)

2 ରବିବାର ଦିନ ପାହାନ୍ତା ସମୟରେ ଠିକ୍ ସୂର୍ଯ୍ୟୋଦୟ ସମୟରେ ସେମାନେ କବରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ।

Gade chapit la Kopi




ମାର୍କ 16:2
6 Referans Kwoze  

ରବିବାର ଦିନ ଅତି ପ୍ରତ୍ୟୁଷରେ ଅନ୍ଧାର ଥାଉ ଥାଉ ମଗ୍ଦଲିନୀ ମରିୟମ ଯୀଶୁଙ୍କ ସମାଧି ନିକଟକୁ ଯାଇ ଦେଖିଲେ, ସମାଧି ମୁହଁରୁ ପଥରଟି ଘୁଞ୍ଚା ଯାଇଛି।


ରବିବାର ଦିନ ପାହାନ୍ତା ସମୟରେ ସ୍ତ୍ରୀ ଲୋକମାନେ ପ୍ରସ୍ତୁତ କରିଥିବା ସୁଗନ୍ଧ ଦ୍ରବ୍ୟ ନେଇ ସମାଧିକୁ ଗଲେ।


ବିଶ୍ରାମ ବାର ପରଦିନ ରବିବାର ପ୍ରତ୍ୟୁଷରୁ ମଗଦଲୀନୀ ମରିୟମ ଓ ଅନ୍ୟ ମରିୟମ କବର ଦେଖିବାକୁ ଗଲେ।


ବିଶ୍ରାମବାର ସମାପ୍ତ ହେଲା ପରେ ମଗଦଲିନୀ ମରିୟମ; ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ଯୀଶୁଙ୍କ ଶରୀରରେ ମଖାଇବା ପାଇଁ କେତେ ପ୍ରକାର ସୁଗନ୍ଧି ଦ୍ରବ୍ୟ କିଣି ଆଣିଲେ।


ବାଟରେ ସେମାନେ ପରସ୍ପରକୁ କହିଲେ, “କବର ମୁହଁରୁ ଆମ ପାଇଁ ସେ ପଥରଟିକୁ କିଏ ଗଡ଼ାଇ ଦେବ?” (ତାହା ଗୋଟିଏ ପ୍ରକାଣ୍ଡ ପଥର ଥିଲା)


Swiv nou:

Piblisite


Piblisite