Biblia Todo Logo
Bib sou entènèt

- Piblisite -




ମାର୍କ 2:11 - ପବିତ୍ର ବାଇବଲ (CL) NT (BSI)

11 ଏହାପରେ ଯୀଶୁ ସେହି ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ; ତୁମର ବିଛଣା ନେଇ ଘରକୁ ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”

Gade chapit la Kopi

ପବିତ୍ର ବାଇବଲ

11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”

Gade chapit la Kopi




ମାର୍କ 2:11
5 Referans Kwoze  

ଯୀଶୁ ଦୟାରେ ବିଗଳିତ ହୋଇ ହାତ ବଢ଼ାଇ ତାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ତାହାହିଁ ଚାହେଁ, ତୁମେ ଶୁଚି ହୁଅ।”


କେବଳ ଈଶ୍ୱରଙ୍କ ଆତ୍ମା ଜୀବନ ଦେଇପାରନ୍ତି। ମନୁଷ୍ୟର ଶକ୍ତି କିଛି କରିପାରେ ନାହିଁ। ଈଶ୍ୱରଙ୍କ ସେହି ଜୀବନଦାୟୀ ଆତ୍ମାଙ୍କୁ ତୁମ୍ଭେମାନେ ଯେପରି ଅନୁଭବ କରିବ, ସେଥିପାଇଁ ମୁଁ ଏହି ସବୁ କଥା କହିଛି।


“ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।”


ସମସ୍ତେ ଚାହିଁ ରହିଥିବାବେଳେ, ରୋଗୀ ଉଠି ପଡ଼ି ବିଛଣା ଧରି ଚାଲିଗଲା। ଏଥିରେ ସମସ୍ତେ ବିସ୍ମିତ ହୋଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ କହିଲେ, “ଆମେ ଏପରି କଥା କେବେ ଦେଖି ନ ଥିଲୁ।”


Swiv nou:

Piblisite


Piblisite