Biblia Todo Logo
Bib sou entènèt

- Piblisite -




ମାର୍କ 2:21 - ପବିତ୍ର ବାଇବଲ (CL) NT (BSI)

21 “କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସଙ୍କୁଚିତ ହୋଇ ପୋଷାକଟିକୁ ଅଧିକ ଚିରି ପକାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।

Gade chapit la Kopi

ଓଡିଆ ବାଇବେଲ

21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।

Gade chapit la Kopi

ପବିତ୍ର ବାଇବଲ

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ।

Gade chapit la Kopi




ମାର୍କ 2:21
7 Referans Kwoze  

“କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସୁଙ୍କଚିତ ହୋଇ ଛିଣ୍ଡା ଜାଗାଟିକୁ ଅଧିକ ଚିରି ପକାଇବ।


ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ।


କିନ୍ତୁ ଦିନ ଆସିବ, ଯେତେବେଳେ ବର ସେମାନଙ୍କ ନିକଟରୁ ଦୂରେଇ ନିଆଯିବେ।


ସେହି ପୁରୁଣା ଚମଡ଼ା ଥଳୀରେ ନୂଆ ଦ୍ରାକ୍ଷାରସ ସେହି ଥଳୀକୁ ଫଟାଇ ଦେବ ଏବଂ ଦ୍ରାକ୍ଷାରସ ଓ ଥଳୀ ଉଭୟ ନଷ୍ଟ ହେବ। ତେଣୁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳୀରେ ରଖିବାକୁ ହେବ।”


ଯୀଶୁ ସେମାନଙ୍କୁ ଆଉ ଏକ ଦୃଷ୍ଟାନ୍ତ କଥା କହିଲେ: “ନୂଆ ଜାମାରୁ ଖଣ୍ଡିଏ ଚିରି କେହି ପୁରୁଣା ଜାମାରେ ତାଳି ଦିଏ ନାହିଁ। ଯଦି ତା’ କରେ, ତେବେ ସେ ନୂଆ ଜାମାକୁ ଚିରିବ ଓ ନୂଆ କନା ସହିତ ମିଶିବ ନାହିଁ।


Swiv nou:

Piblisite


Piblisite