Biblia Todo Logo
Bib sou entènèt

- Piblisite -




ମାର୍କ 2:4 - ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଲୋକ ଭିଡ଼ ହେତୁ ସେମାନେ ତାକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ଯୀଶୁ ଯେଉଁଠାରେ ଥିଲେ, ଠିକ୍ ତା’ ଉପର ଛାତକୁ ଖୋଲିଦେଲେ ଏବଂ ସେହି ବାଟେ ରୋଗୀଟିକୁ ବିଛଣାରେ ଶୁଆଇ ତଳକୁ ଓହ୍ଲାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

4 ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ।

Gade chapit la Kopi




ମାର୍କ 2:4
3 Referans Kwoze  

କିନ୍ତୁ ଲୋକ ଗହଳି ହେତୁ ସେମାନେ ତାକୁ ଭିତରକୁ ନେବା ପାଇଁ କୌଣସି ବାଟ ପାଇଲେ ନାହିଁ। ତେଣୁ ସେମାନେ ତାକୁ ଛାତ ଉପରକୁ ବୋହି ନେଲେ। ଛାତରୁ କେତେକ ଟାଇଲ୍ ଖୋଲି ସେହି ବାଟେ ରୋଗୀକୁ ଶଯ୍ୟା ସହିତ ଯୀଶୁଙ୍କ ଆଗରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରେ ତଳକୁ ଖସାଇ ଦେଲେ।


ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।


Swiv nou:

Piblisite


Piblisite