Biblia Todo Logo
Bib sou entènèt

- Piblisite -




ମାର୍କ 2:9 - ପବିତ୍ର ବାଇବଲ (CL) NT (BSI)

9 ଏହି ପକ୍ଷାଘାତ ରୋଗୀକି ‘ତୁମର ପାପ କ୍ଷମା ହେଲା’, ବୋଲି କହିବା ସହଜ, ନା ‘ଉଠ, ବିଛଣା ନେଇ ଚାଲିଯାଅ’ ବୋଲି କହିବା ସହଜ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କଅଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା।

Gade chapit la Kopi

ଓଡିଆ ବାଇବେଲ

9 କ'ଣ ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?

Gade chapit la Kopi

ପବିତ୍ର ବାଇବଲ

9 ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’

Gade chapit la Kopi




ମାର୍କ 2:9
7 Referans Kwoze  

‘ତୁମର ପାପ କ୍ଷମା ହୋଇଗଲା?’ ଏକଥା କହିବା ସହଜ ନା ‘ଉଠି ଚାଲି ଯାଅ’ କହିବା ଅଧିକ ସହଜ?


ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।


ସେଠାରେ ଜରେଣ ପକ୍ଷାଘାତ ରୋଗୀକୁ ଲୋକେ ତାଙ୍କ ନିକଟକୁ ଆଣିଲେ। ରୋଗୀଟିକୁ ଲୋକେ ତାଙ୍କ ନିାଟକୁ ଆଣିଲେ। ରୋଗୀୀଟି ତା’ ବିଛଣାରେ ଶୋଇ ରହିଥିଲା। ସେମାନଙ୍କର ଏତେ ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତୀୁ କହିଲେ, “ପୁଅ, ସାହସ ଧର। ତୋର ସବୁ ପା କ୍ଷମା ହୋଇଗଲା।”


ସେମାନଙ୍କ ମନର ଭାବନା ଜାଣିପାରି ଯୀଶୁ ପଚାରିଲେ, “କାହିଁକି ଏପରି କଥା ସବୁ ଭାବୁଛ?


“ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।”


ତା’ପରେ ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପ ସବୁ କ୍ଷମା ହୋଇଛି।”


Swiv nou:

Piblisite


Piblisite