ମାର୍କ 3:3 - ପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେହି ଲୋକକୁ କହିଲେ, “ଆଗକୁ ଉଠି ଆସ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ। Gade chapit laଓଡିଆ ବାଇବେଲ3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।” Gade chapit laପବିତ୍ର ବାଇବଲ3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।” Gade chapit la |