Biblia Todo Logo
Bib sou entènèt

- Piblisite -




ମାର୍କ 3:4 - ପବିତ୍ର ବାଇବଲ (CL) NT (BSI)

4 ସେ ଲୋକମାନଙ୍କୁ ପଚାରିଲେ, “ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ - ଜଣକର ଉପକାର କରିବା ନା ଅପକାର କରିବା? ଜଣକର ଜୀବନ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ ? ଭଲ କରିବା ନା ମନ୍ଦ କରିବା ? ପ୍ରାଣ ରକ୍ଷା କରିବା ନା ବିନାଶ କରିବା ? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।

Gade chapit la Kopi




ମାର୍କ 3:4
9 Referans Kwoze  

ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପଚାରୁଛି, ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ? ଉପକାର କରିବା ନା କ୍ଷତି କରିବା? ମନୁଷ୍ୟର ଜୀବନ ରକ୍ଷା କରିବା ନା ନଷ୍ଟ କରିବା?


ସେମାନେ ନିରୁତ୍ତର ରହିଲେ, କାରଣ ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ବଡ଼, ଏ ବିଷୟରେ ସେମାନେ ବାଟରେ ଆଲୋଚନା କରୁଥିଲେ।


ଯୀଶୁ ସେହି ଲୋକକୁ କହିଲେ, “ଆଗକୁ ଉଠି ଆସ।”


ଯୀଶୁ ସେମାନଙ୍କ ଆଡ଼କୁ ରାଗି ଚାହିଁଲେ ଏବଂ ସେମାନଙ୍କ ଠିନ ହୃଦୟ ଦେଖି ଦୁଃଖିତ ହେଲେ। ତା’ପରେ ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ହାତ ବଢ଼ାଇବା ମାତ୍ରେ ସୁସ୍ଥ ହୋଇଗଲା।


Swiv nou:

Piblisite


Piblisite