Biblia Todo Logo
Bib sou entènèt

- Piblisite -




ମାର୍କ 3:6 - ପବିତ୍ର ବାଇବଲ (CL) NT (BSI)

6 ସେହିକ୍ଷଣି ଫାରୁଶୀମାନେ ସମାଜ ଗୃହରୁ ବାହାରି ଯାଇ ଯୀଶୁଙ୍କୁ ହତ୍ୟା କରିବା ପାଇଁ ‘ହେରୋଦୀୟ’ ଦଳର ଲୋକମାନଙ୍କ ସହିତ ମନ୍ତ୍ରଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

6 ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।

Gade chapit la Kopi




ମାର୍କ 3:6
10 Referans Kwoze  

କେତେକ ଫାରୁଶୀ ଓ ହେରୋଦ ଦଳର କେତେ ଜଣ ଯୀଶୁଙ୍କୁ ପ୍ରଶ୍ନ ପଚାରି ଫାନ୍ଦରେ ପକାଇବା ପାଇଁ ଆସିଥିଲେ।


ସେମାନେ ନିଜର କେତେ ଜଣ ଶିଷ୍ୟଙ୍କୁ ଓ ହେରୋଦ ପକ୍ଷର କେତେକ ଲୋକଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ। ଏମାନେ ଆସି ଯୀଶୁଙ୍କୁ ପଚାରିଲେ, “ଗୁରୁ, ଆମେ ଜାଣୁ, ଆପଣ ସତ୍ୟ ଶିକ୍ଷା ଦେଇଛନ୍ତି। ଆପଣ ମନୁଷ୍ୟର ପଦମର୍ଯ୍ୟାଦାକୁ ଖାତିରି କରୁ ନ ଥିବାରୁ ଲୋକେ କଅଣ ଭାବିବେ, ଚିନ୍ତା ନ କରି ମନୁଷ୍ୟ ପାଇଁ ଈଶ୍ୱରଙ୍କର ସଂକଳ୍ପ ଯଥାର୍ଥ ଭାବରେ ବୁଝାଇ ପାରୁଛନ୍ତି।


ଏହାପରେ ଫାରୁଶୀମାନେ ସେ ସ୍ଥାପରୁ ବାହାରିଯାଇ ଯୀଶଉଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର କଲେ।


ଯୀଶୁ ସେମାନଙ୍କୁ ସତର୍କ କରିଦେଇ କହିଲେ, “ସାବଧାନ, ଫାରୁଶୀମାନଙ୍କର ଓ ହେରୋଦଙ୍କର ଖମୀରଠାରୁ ସତର୍କ ରୁହ।”


ସେହି ଦିନଠାରୁ ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଚକ୍ରାନ୍ତ କଲେ।


ସେମାନେ ସମସ୍ତେ କ୍ରୋଧ ଜର୍ଜ୍ଜରିତ ହୋଇ ଯୀଶୁଙ୍କ ପ୍ରତି କ’ଣ କରିବେ, ସେ ବିଷୟରେ ଷଡ଼ଯନ୍ତ୍ର କଲେ।


ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଗୁପ୍ତରେ ଯୀଶୁଙ୍କୁ ବଧ କରିବାର ଉପାୟ ଖୋଜୁଥିଲେ।


ପବିତ୍ରଆତ୍ମାଙ୍କ ଦ୍ୱାରା ତୁମେ ଆମ ପୂର୍ବପୁରୁଷ ଓ ତୁମ ଦାସ ଦାଉଦଙ୍କ ମୁଖ ଦେଇ ଏହି କଥା ଶୁଣାଇଥିଲ; ‘ଅଣଯିହୁଦୀମାନେ କାହିଁକି ଉତ୍ତ୍ୟକ୍ତ ହେଲେ; ଲୋକମାନେ କାହିଁକି ବୃଥା ଚକ୍ରାନ୍ତ କଲେ?


Swiv nou:

Piblisite


Piblisite