Biblia Todo Logo
Bib sou entènèt

- Piblisite -




ମାର୍କ 4:1 - ପବିତ୍ର ବାଇବଲ (CL) NT (BSI)

1 ହ୍ରଦ କୂଳରେ ଯୀଶୁ ପୁଣି ଥରେ ଶିକ୍ଷା ଦେବାକୁ ଆରମ୍ଭ କଲେ। ଯୀଶୁଙ୍କ ଚାରିପଟେ ଏତେ ଲୋକ ଘେରିଗଲେ ଯେ ସେ ଗୋଟିଏ ନୌକାରେ ଯାଇ ବସିଲେ। ନୌକାଟି ପାଣି ଭିତରେ ଅଳ୍ପ ଦୂରରେ ଥିଲା ଓ ଲୋକମାନେ କୂଳରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

1 ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।

Gade chapit la Kopi




ମାର୍କ 4:1
9 Referans Kwoze  

ଯୀଶୁ ପୁଣି ଥରେ ହ୍ରଦ କୂଳକୁ ଗଲେ। ସେଠାରେ ଜନସମାଗମ ହେବାରୁ ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।


ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ।


ସେଠାରେ ଏତେ ଲୋକ ଗହଳି ହେଲା ଯେ, ଭିଡ଼ରୁ ରକ୍ଷା ପାଇବା ଲାଗି ତାଙ୍କ ପାଇଁ ଗୋଟିଏ ନୌକା ଯୋଗାଡ଼ କରିବାକୁ ଯୀଶୁ ଶିଷ୍ୟମାନଙ୍କୁ କହିଲେ।


ତେଣୁ ସେମାନେ ଲୋକମାନଙ୍କୁ ଛାଡ଼ି ନୌକାରେ ଯାଇ ବସିଲେ। ସେଥିରେ ଯୀଶୁ ଆଗରୁ ବସିଥିଲେ। ସେମାନେ ନୌକା ବାହିବାକୁ ଲାଗିଲେ। ହ୍ରଦରେ ଆହୁରି ଅନେକ ନୌକା ଥିଲା।


ଯୀଶୁ ନୌକାରୁ ଓହ୍ଲାଇବାକ୍ଷଣି ସେଠାରେ ଥିବା କବର ଗୁମ୍ଫା ଭିତରୁ ଜଣେ ଭୂତଗ୍ରସ୍ତ ଲୋକ ଆସି ତାଙ୍କୁ ଭେଟିଲା।


ଯୀଶୁ ହ୍ରଦର ଅପର ପାଶ୍ୱର୍କୁ ଫେରିଗଲେ। ସେହି ହ୍ରଦ କୂଳରେ ଅନେକ ଲୋକ ତାଙ୍କୁ ଘେରି ଜମା ହେଲେ।


Swiv nou:

Piblisite


Piblisite