Biblia Todo Logo
Bib sou entènèt

- Piblisite -




ମାର୍କ 4:21 - ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ପୁଣି କହିଲେ, “କେହି କ’ଣ ଦୀପଟିଏ ଜାଳି ମାଣ ତଳେ ଢ଼ାଙ୍କି ରଖେ ବା ଖଟ ତଳେ ଥୋଇଦିଏ? ତାହା କ’ଣ ଦୀପରୁଖା ଉପରେ ରଖାଯାଏ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?

Gade chapit la Kopi

ଓଡିଆ ବାଇବେଲ

21 ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ।

Gade chapit la Kopi




ମାର୍କ 4:21
7 Referans Kwoze  

ଦୀପଟିଏ ଜାଳି କେହି ପାତ୍ର ତଳେ ଢ଼ାଙ୍କି ରଖେ ନାହିଁ। - ତାକୁ ଦୀପରୁଖା ଉପରେ ରଖେ ଏବଂ ତାହା ଘରେ ଥିବା ସମସ୍ତଙ୍କୁ ଆଲୋକ ଦିଏ।


“କେହି ଦୀପ ଜାଳି ତାକୁ ଲୁଚାଏ ନାହିଁ କିମ୍ବା ଗୋଟିଏ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ; ବରଂ ସେ ତାକୁ ଦୀପରୁଖା ଉପରେ ରଖେ, ଯେପରି ଘର ଭିତରକୁ ଆସିବା ଲୋକେ ଆଲୋକ ଦେଖି ପାରିବେ।


“କେହି ଦୀପ ଜାଳି ତାକୁ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ, ଅବା ଖଟ ତଳେ ରଖେ ନାହିଁ; ସେ ତାକୁ ଦୀପରୁଖା ଉପରେ ରଖେ। ତାହାହେଲେ ଘର ଭିତରକୁ ଆସିବା ଲୋକେ ଆଲୁଅ ଦେଖିପାରନ୍ତି।


ସମସ୍ତଙ୍କର ମଙ୍ଗଳ ସାଧନ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ମଧ୍ୟରେ ପବିତ୍ରଆତ୍ମାଙ୍କ ଶକ୍ତି ବିଭିନ୍ନ ଭାବରେ ପ୍ରକାଶିତ ହୁଏ।


Swiv nou:

Piblisite


Piblisite