ମାର୍କ 4:4 - ପବିତ୍ର ବାଇବଲ (CL) NT (BSI)4 ସେ ବିହନ ବୁଣିଲାବେଳେ ରାସ୍ତା ଉପରେ କେତେ ପଡ଼ିଲା ଏବଂ ପକ୍ଷୀମାନେ ସେଗୁଡ଼ିକୁ ଖାଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। Gade chapit laଓଡିଆ ବାଇବେଲ4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। Gade chapit laପବିତ୍ର ବାଇବଲ4 ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ। Gade chapit la |