Biblia Todo Logo
Bib sou entènèt

- Piblisite -




ମାର୍କ 5:12 - ପବିତ୍ର ବାଇବଲ (CL) NT (BSI)

12 ଭୂତମାନେ ଯୀଶୁଙ୍କୁ ଅନୁରୋଧ କରି କହିଲେ, “ସେହି ଘୁଷୁରି ପଲ ଭିତରେ ପ୍ରବେଶ କରିବା ପାଇଁ ଆମକୁ ଅନୁମତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।

Gade chapit la Kopi

ପବିତ୍ର ବାଇବଲ

12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।”

Gade chapit la Kopi




ମାର୍କ 5:12
9 Referans Kwoze  

ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି।


ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ।


ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।


କୁକୁରକୁ ପବିତ୍ର ପଦାର୍ଥ ଦିଅ ନାହିଁ। କାରଣ ସେ ବୁଲିପଡ଼ି ତୁମକୁ ଆକ୍ରମଣ କରିପାରେ। ଘୁଷୁରି ଆଗରେ ମୁକ୍ତା ପକାଅ ନାହିଁ। ତା’ର ମୂଲ୍ୟ ନ ବୁଝି ତାକୁ ସେ କେବଳ ପାଦରେ ଦଳି ଦେବ।


ନିକଟବର୍ତ୍ତୀ ପାହାଡ଼ କରରେ ପଲେ ଘୁଷୁରି ଚରୁଥିଲେ।


ଯୀଶୁ ଅନୁମତି ଦେଲେ ଏବଂ ଭୂତମାନେ ସେହି ଲୋକ ଭିତରୁ ବାହାରି ଆସି ଘୁଷୁରି ପଲ ଭିତରେ ପ୍ରବେଶ କଲେ ଏବଂ ପ୍ରାୟ ଦୁଇ ହଜାର ଘୁଷୁରି ଖୁବ୍ ବେଗରେ ଦୌଡ଼ି ତୀଖ ସ୍ଥାନରୁ ଖସି ହ୍ରଦରେ ବୁଡ଼ି ମଲେ।


Swiv nou:

Piblisite


Piblisite