Biblia Todo Logo
Bib sou entènèt

- Piblisite -




ମାର୍କ 5:5 - ପବିତ୍ର ବାଇବଲ (CL) NT (BSI)

5 ସେ ଦିନରାତି ପାହାଡ଼ ଓ ସମାଧି ସ୍ଥାନରେ ଘୁରି ବୁଲୁଥିଲା, ଚିକ୍ରାର କରି ପଥରରେ ନିଜ ଦେହକୁ କ୍ଷତବିକ୍ଷତ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

5 ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା।

Gade chapit la Kopi




ମାର୍କ 5:5
5 Referans Kwoze  

ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ସେ ହାତର ଶିକୁଳି ଛିଣ୍ଡାଇ ଦେଉଥିଲା ଓ ଗୋଡ଼ର ବେଡ଼ି ଭାଙ୍ଗି ଦେଉଥିଲା। ତା’ର ହାତ ପାଦ ଜଞ୍ଜିରରେ ବନ୍ଧା ହେଉଥିଲା। କିନ୍ତୁ ପ୍ରତ୍ୟେକ ଥର ତାକୁ ଆୟତ୍ତ କରିବା ପାଇଁ କାହାର ସାଧ୍ୟ ନ ଥିଲା।


କିଛି ଦୂରରେ ଯୀଶୁଙ୍କୁ ଦେଖି ସେ ଦୌଡ଼ି ଆସି ତାଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ି,


Swiv nou:

Piblisite


Piblisite