Biblia Todo Logo
Bib sou entènèt

- Piblisite -




ମାର୍କ 6:1 - ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ସେହି ଅଞ୍ଚଳ ଛାଡ଼ି ଶିଷ୍ୟମାନଙ୍କ ସହିତ ନିଜ ଗ୍ରାମ (ନାଜରିତ)କୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।

Gade chapit la Kopi

ଓଡିଆ ବାଇବେଲ

1 ସେ ସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ।

Gade chapit la Kopi




ମାର୍କ 6:1
5 Referans Kwoze  

ପୁନର୍ବାର ଅନ୍ୟ ପ୍ରକାର ସ୍ୱପ୍ନାଦେଶ ପାଇ ସେ ଗାଲିଲୀ ପ୍ରଦେଶର ନାଜରିତ ସହରରେ ଘର କରି ରହିଲେ। ଏଥିମଧ୍ୟରେ ଭାବବାଦୀଙ୍କର ନିମ୍ନଲିଖିତ ଗୋଟିଏ ଉକ୍ତି ସଫଳ ହେଲା। “ସେ ନାଜରିତୀୟ ବୋଲି ପରିଚିତ ହେବେ।”


ସେ କ୍ଷେତରେ ବିହନ ବୁଣିବାବେଳେ କେତେକ ବୀଜ ରାସ୍ତାଧାରରେ ପଡ଼ିଯିବାରୁ ପକ୍ଷୀମାନେ ଆସି ସେଗୁଡ଼ିକ ଖାଇଗଲେ।


ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ଗ୍ରାମ, ପରିବାର ଓ ଆତ୍ମୀୟସ୍ୱଜନମାନଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ଦ୍ୱାରା ସମ୍ମାନିତ ହୁଅନ୍ତି।”


Swiv nou:

Piblisite


Piblisite