Biblia Todo Logo
Bib sou entènèt

- Piblisite -




ମାର୍କ 7:7 - ପବିତ୍ର ବାଇବଲ (CL) NT (BSI)

7 ମୋତେ ଆରାଧନା କରିବା ସେମାନଙ୍କର ବୃଥା। କାରଣ ସେମାନେ ମଣିଷ ଗଢ଼ା ନିୟମକୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ, କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’

Gade chapit la Kopi




ମାର୍କ 7:7
15 Referans Kwoze  

ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।”


କେହି କ’ଣ ନିଜକୁ ଧାର୍ମିକ ମନେ କରୁଛି? ସେ ଯଦି ଆପଣା ଜିହ୍ୱାକୁ ସଂଯୁତ ନ କରେର, ତେବେ ତାହାର ଧର୍ମକର୍ମସବୁ ନିରର୍ଥକ ଓ ସେ କେବଳ ନିଜକୁ ପ୍ରତାରଣା କରୁଛି।


ଏସବୁ ବିଷୟ କ୍ଷୟଣୀୟ। ଏହା ବ୍ୟବହୃତ ହେବା ସଙ୍ଗେ ସଙ୍ଗେ ମୂଲ୍ୟହୀନ ହୋଇପଡ଼େ। ଏଗୁଡ଼ିକ କେବଳ ମନୁଷ୍ୟକୃତ ନିୟମ ଓ ଶିକ୍ଷା।


ତୁମ ପ୍ରାର୍ଥନାରେ ଅଣବିଶ୍ୱାସୀମାନଙ୍କ ପରି ଅନେକଗୁଡ଼ିଏ ଅର୍ଥହୀନ ଶବ୍ଦ ବ୍ୟବହାର କର ନାହିଁ। ସେମାନେ ମନେ କରନ୍ତି, ସେମାନଙ୍କର ପ୍ରାର୍ଥନା ଦୀର୍ଘ ହେେଲ ଈଶ୍ୱର ଶୁଣିବେ।


ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।


ମୁଁ ଯୋହନ। ଯେଉଁମାନେ ଏହି ପୁସ୍ତକର ଭବିଷ୍ୟଦ୍ବାଣୀ ସବୁ ଶୁଣନ୍ତି, ସେମାନଙ୍କୁ ମୁଁ ସତର୍କ କରି ଦେଉଛି: ଯଦି ଏଥିରେ କେହି କିଛି ଯୋଗ କରେ, ତେବେ ଏହି ପୁସ୍ତକବର୍ଣ୍ଣିତ ମହାମାରୀ ଦ୍ୱାରା ଈଶ୍ୱର ତାକୁ ଶାସ୍ତି ଦେବେ


ହେ ନିବୋର୍ଧ! କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହାର ପ୍ରମାଣ ଦେଖିବାକୁ ତୁମେ କ’ଣ ଇଚ୍ଛା କୁଛୁ?


ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇ ନାହାନ୍ତି, ତେବେ ଆମର ପ୍ରଚାର ବୃଥା ଓ ତୁମର ବିଶ୍ୱାସ ମଧ୍ୟ ବୃଥା।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


Swiv nou:

Piblisite


Piblisite