Biblia Todo Logo
Bib sou entènèt

- Piblisite -




ମାର୍କ 7:8 - ପବିତ୍ର ବାଇବଲ (CL) NT (BSI)

8 ଈଶ୍ୱରଙ୍କ ବିଧାନ ବୋଲି ଶିକ୍ଷା ଦେଉଛନ୍ତି, ଈଶ୍ୱରଙ୍କ ଆଜ୍ଞା ସବୁ ପ୍ରତ୍ୟାଖ୍ୟାନ କରି ମଣିଷର ଶିକ୍ଷାକୁ ପାଳନ କରନ୍ତି’।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ଈଶ୍ଵରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”

Gade chapit la Kopi




ମାର୍କ 7:8
4 Referans Kwoze  

ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କୁ ପଚାରିଲେ, “ଆମ ପୂର୍ବ ପୁରୁଷମାନେ ଯେଉଁସବୁ ରୀତିନୀତି ସ୍ଥାପନ କରି ଯାଇଛନ୍ତି, ଆପଣଙ୍କ ଶିଷ୍ୟମାନେ ତାହା ପାଳନ କରୁ ନାହାନ୍ତି କାହିଁକି? ନିୟମାନୁସାରେ ଖାଇବା ପୂର୍ବରୁ ହାତ ଧୋଉ ନାହାନ୍ତି କାହିଁକି?”


ଇହୁଦୀ ଧର୍ମ ପାଳନରେ ସମସାମୟିକ ଇହୁଦୀମାନଙ୍କ ମଧ୍ୟରେ ମୁଁ ଅଗ୍ରଣୀ ଥିଲି ଏବଂ ଆମ ପୂର୍ବପୁରୁଷମାନଙ୍କ ପରମ୍ପରା ପ୍ରତି ଅଧିକ ଅନୁରକ୍ତ ଥିଲି।


Swiv nou:

Piblisite


Piblisite