Biblia Todo Logo
Bib sou entènèt

- Piblisite -




ମାର୍କ 8:1 - ପବିତ୍ର ବାଇବଲ (CL) NT (BSI)

1 ଏହାର କିଛିଦିନ ପରେ ଥରେ ଅନେକ ଲୋକ ଯୀଶୁଙ୍କ ନିକଟରେ ଜମା ହୋଇଥିଲେ। ଯେତେବେଳେ ସେମାନଙ୍କର ଖାଦ୍ୟ ସରିଗଲା, ଯୀଶୁ ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଆଉ ଥରେ ଯୀଶୁଙ୍କ ସହିତ ବହୁତ ଲୋକ ଥିଲେ। ସେମାନଙ୍କର କିଛି ଖାଇବାକୁ ନ ଥିଲା। ତେଣୁ ଯୀଶୁ ଶିଷ୍ୟମାନଙ୍କୁ ପାଖକୁ ଡକାଇ କହିଲେ,

Gade chapit la Kopi




ମାର୍କ 8:1
3 Referans Kwoze  

ଯେଉଁମାନେ ଏସବୁ କଥା ଶୁଣିଲେ, ସେମାନେ ଅବାକ୍ ହୋଇ କହିଲେ, “ସେ କେତେ ଚମକ୍ରାରଭାବେ କାର୍ଯ୍ୟ କରୁଛନ୍ତି - ବଧିରକୁ ଶ୍ରବଣ ଶକ୍ତି, ମୂକକୁ ବାକ୍ ଶକ୍ତି ଦେଉଛନ୍ତି।”


Swiv nou:

Piblisite


Piblisite