Biblia Todo Logo
Bib sou entènèt

- Piblisite -




ମାର୍କ 8:10 - ପବିତ୍ର ବାଇବଲ (CL) NT (BSI)

10 ତା’ପରେ ଯୀଶୁ ଲୋକମାନଙ୍କୁ ବିଦାୟ ଦେଇ ଶିଷ୍ୟମାନଙ୍କ ସହ ନୌକାରେ ଚଢ଼ି ବଲ୍ମନୁା ପ୍ରଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

10 ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ଯୀଶୁ ଶିଷ୍ୟମାନଙ୍କ ସହ ଡଙ୍ଗାରେ ବସି ଦ‌ଲ୍‌ମନୂଥା ଅଞ୍ଚଳକୁ ଗ୍ଭଲିଗଲେ। ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହିଁଲେ।

Gade chapit la Kopi




ମାର୍କ 8:10
2 Referans Kwoze  

ଏହା ପରେ ଯୀଶୁ ଲୋକମାନଙ୍କୁ ବିଦାୟ ଦେଇ ନୌକା ଚଢ଼ି ମଗଦାନ ଅଞ୍ଚଳକୁ ଗଲେ।


ଚାରିହଜାର ଲୋକ ଏହି ଖାଦ୍ୟ ଖାଇଥିଲେ ଏବଂ ବଳି ପଡ଼ିଥିବା ରୋଟୀ ଖଣ୍ଡଗୁଡ଼ିକୁ ଶିଷ୍ୟମାନେ ଗୋଟାଇ ସାତୋଟି ଝୁଡ଼ି ପୂର୍ଣ୍ଣ କଲେ।


Swiv nou:

Piblisite


Piblisite