Biblia Todo Logo
Bib sou entènèt

- Piblisite -




ମାର୍କ 9:3 - ପବିତ୍ର ବାଇବଲ (CL) NT (BSI)

3 ତାଙ୍କ ବସ୍ତ୍ର ଶୁଭ୍ର ହୋଇ ଅତି ଉଜ୍ଜ୍ୱଳ ଦେଖାଗଲା - ଜଗତର କେହି ତାକୁ ଧୋଇ ଏତେ ଶୁଭ୍ର କରିପାରି ନ ଥାନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ଵଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।

Gade chapit la Kopi




ମାର୍କ 9:3
13 Referans Kwoze  

ତାଙ୍କର ଚେହେରାରେ ବିଜୁଳିର ଝଲକ ଥିଲା ଓ ତାଙ୍କ ପୋଷାକ ହିମ ପରି ଶୁଭ୍ର ଥିଲା।


ମୁଁ ଉତ୍ତର ଦେଲି, “ମହାଶୟ! ମୁଁ ଜାଣେ ନାହିଁ। ଆପଣ ଜାଣିଥିବେ।” ସେ ମୋତେ କହିଲେ, “ଏହି ଲୋକମାନେ ଭୟଙ୍କର ନିର୍ଯ୍ୟାତନା ସହ୍ୟ କରି ଆସି ଅଛନ୍ତି। ସେମାନେ ମେଷଶାବକଙ୍କ ଉତ୍ତାରେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି।


ଏହାପରେ ମୁଁ ଚାହିଁ ଦେଖିଲି, ଗୋଟିଏ ବିରାଟ ଜନତା; ତା’ର ସଂଖ୍ୟା ଗଣନାତୀତ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାବାଦୀମାନଙ୍କ ମଧ୍ୟରୁ ଆସିଥିଲେ। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ଓ ହସ୍ତରେ ଖଜୁରୀ ଡ଼ାଳ ଧରି, ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଠିଆ ହୋଇଥିଲେ।


କର୍ଣ୍ଣୀଲିୟ କହିଲେ, “ତିନିଦିନ ତଳେ ପ୍ରାୟ ଏହି ସମୟରେ ଅପରାହ୍ନ ତିନି ଘଣ୍ଟାବେଳେ ମୁଁ ମୋ’ ଘରେ ପ୍ରାର୍ଥନା କରୁଥିଲି। ହଠାତ୍ ଶୁଭ୍ର ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ’ ସମ୍ମୁଖରେ ଠିଆ ହୋଇ କହିଲେ,


ରାଜା, ପ୍ରଜା, ସୈନ୍ୟ, ସୈନ୍ୟାଧ୍ୟକ୍ଷ, ଅଶ୍ୱ, ଅଶ୍ୱାରୋହୀ, କ୍ରୀତଦାସ, ସ୍ୱାଧୀନ, ମହାନ୍ ବା ନଗଣ୍ୟ ସମସ୍ତଙ୍କର ମାଂସ ଆସି ଭକ୍ଷଣ କର।”


ତା’ପରେ ତିନି ଶିଷ୍ୟ ଦେଖିଲେ, ଏଲିୟ ଓ ମୋଶା ଆବିର୍ଭୂତ ହୋଇ ଯୀଶୁଙ୍କ ସହିତ କଥାବାର୍ତ୍ତା ହେଉଛନ୍ତି।


ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା।


Swiv nou:

Piblisite


Piblisite