Biblia Todo Logo
Bib sou entènèt

- Piblisite -




ଫିଲୀମନ 1:3 - ପବିତ୍ର ବାଇବଲ (CL) NT (BSI)

3 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

Gade chapit la Kopi




ଫିଲୀମନ 1:3
4 Referans Kwoze  

ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ପ୍ରତ୍ୟେକ ଥର ମୁଁ ପ୍ରାର୍ଥନା କରିବା ବେଳେ ତୁମକୁ ସ୍ମରଣ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ,


Swiv nou:

Piblisite


Piblisite