ଫିଲିପୀୟ 1:11 - ପବିତ୍ର ବାଇବଲ (CL) NT (BSI)11 ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ। Gade chapit laଓଡିଆ ବାଇବେଲ11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ। Gade chapit laପବିତ୍ର ବାଇବଲ11 ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ। Gade chapit la |
ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।