Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:14 - ପବିତ୍ର ବାଇବଲ (CL) NT (BSI)

14 ତାଙ୍କ ମସ୍ତକର କେଶ ପଶମ ବା ହିମ ପରି ଶୁଭ୍ର ଥିଲା ଏବଂ ତାଙ୍କର ଚକ୍ଷୁ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ;

Gade chapit la Kopi

ଓଡିଆ ବାଇବେଲ

14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,

Gade chapit la Kopi

ପବିତ୍ର ବାଇବଲ

14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା।

Gade chapit la Kopi




ପ୍ରକାଶିତ 1:14
5 Referans Kwoze  

ତାଙ୍କ ଚକ୍ଷୁ ଅଗ୍ନି ଶିଖାପରି ଓ ତାଙ୍କ ମସ୍ତକରେ ଅନେକ ମୁକୁଟ ଥିଲା। ତାଙ୍କ ଉପରେ ଏକ ନାମ ଲେଖା ଯାଇଥିଲା, କିନ୍ତୁ ତାହା କଅଣ , ତାଙ୍କ ବ୍ୟତୀତ ଆଉ କେହି ଜାଣନ୍ତି ନାହିଁ।


“ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।


ତାଙ୍କର ଚେହେରାରେ ବିଜୁଳିର ଝଲକ ଥିଲା ଓ ତାଙ୍କ ପୋଷାକ ହିମ ପରି ଶୁଭ୍ର ଥିଲା।


Swiv nou:

Piblisite


Piblisite