Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:19 - ପବିତ୍ର ବାଇବଲ (CL) NT (BSI)

19 ତେଣୁ ତୁମେ ଯେଉଁ ସବୁ ବିଷୟ ଦେଖୁଛ - ଯେଉଁ ସମସ୍ତ ବିଷୟ ବର୍ତ୍ତମାନ ଘଟୁଛି ଓ ଯାହା ସବୁ ଭବିଷ୍ୟତରେ ଘଟିବ - ତାହା ଲିପିବଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହା ପରେ ଘଟିବ, ସେହିସବୁ ଲିପିବଦ୍ଧ କର।

Gade chapit la Kopi

ଓଡିଆ ବାଇବେଲ

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ।

Gade chapit la Kopi




ପ୍ରକାଶିତ 1:19
8 Referans Kwoze  

କିଏ ଜଣେ ମୋତେ କହିଲେ, “ତୁମେ ଯାହା ଦେଖୁଛ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ଏବଂ ଏଫିସସ୍, ସ୍ମର୍ଣ୍ଣା, ପର୍ଗାମମ୍, ଥିଆଟିରା, ସାର୍ଦ୍ଦିସ୍, ଫିଲାଦେଲ୍ଫିଆ ଓ ଲାଓଦେସିଆରେ ଥିବା ମଣ୍ଡଳୀଗୁଡ଼ିକୁ ପୁସ୍ତକଟି ପଠାଇ ଦିଅ।”


ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।


କିଏ ମୋ’ ସଙ୍ଗରେ କଥା କହୁଛନ୍ତି, ଦେଖିବା ପାଇଁ ମୁଁ ପଛକୁ ବୁଲିପଡ଼ି ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ


ସେମାନେ ଯାହା କଥାବାର୍ତ୍ତା ହେଲେ, ତାହା ମୁଁ ଲେଖିବାକୁ ଯାଉଥିଲି, କିନ୍ତୁ ସ୍ୱର୍ଗରୁ ଗୋଟିଏ କଣ୍ଠସ୍ୱର ଶୁଣିଲି। ସେହି ସ୍ୱର ମୋତେ କହିଲେ: “ମେଘ ଗର୍ଜନରେ ଯାହା ଶୁଣୁଛ, ତାହା ଗୋପନ ରଖ; ଲେଖ ନାହିଁ।”


ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।”


Swiv nou:

Piblisite


Piblisite