Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:14 - ପବିତ୍ର ବାଇବଲ (CL) NT (BSI)

14 ଦ୍ୱିତୀୟ ବିପତ୍ତି ଶେଷ ହେଲା; କିନ୍ତୁ ତୃତୀୟ ବିପତ୍ତି ଶୀଘ୍ର ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଦ୍ଵିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

14 ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।

Gade chapit la Kopi




ପ୍ରକାଶିତ 11:14
4 Referans Kwoze  

ତା’ପରେ ମୁଁ ଚାହିଁ ଦେଖିଲି, ଆକାଶର ବହୁ ଉଚ୍ଚରେ ଗୋଟିଏ ଉକ୍ର୍ରୋଶ ପକ୍ଷୀ ଉଡ଼ି ଉଡ଼ି ଉଚ୍ଚ ସ୍ୱରରେ କହୁଛି, “ହାୟ! କି ଭୟଙ୍କର! ଅନ୍ୟ ତିନି ଜଣ ଦୂତ ତୂରୀ ବଜାଇବା ସମୟରେ ପୃଥ୍ୱୀବାସୀଙ୍କ ଅବସ୍ଥା କେଡ଼େ ସାଙ୍ଘାତିକ ନ ହେବ!”


ଦେଖ, ପ୍ରଥମ ବିପର୍ଯ୍ୟୟର ଅବସାନ ହୋଇଛି। ଏହାପରେ ଆହୁରି ଦୁଇଟି ଭୟାବହ ବିପତ୍ତି ମାଡ଼ି ଆସିବ।


ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି।


Swiv nou:

Piblisite


Piblisite