ପ୍ରକାଶିତ 11:15 - ପବିତ୍ର ବାଇବଲ (CL) NT (BSI)15 ତାହାପରେ ସପ୍ତମ ଦୂତ ତାଙ୍କର ତୂରୀ ବଜାଇଲେ ଏବଂ ସ୍ୱର୍ଗରେ ଉଚ୍ଚ ଧ୍ୱନି ସହ ଏହି ବାଣୀ ଶୁଣାଗଲା! “ଆମ ପ୍ରଭୁ ଓ ତାଙ୍କ ମସୀହ ପୃଥିବୀ ଉପରେ ରାଜତ୍ୱ କରିବା ଅଧିକାର ବର୍ତ୍ତମାନ ନିଜ ହାତକୁ ନେଇଛନ୍ତି। ସେ ଏଣିକି ଚିରକାଳ ରାଜତ୍ୱ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ। Gade chapit laଓଡିଆ ବାଇବେଲ15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।” Gade chapit laପବିତ୍ର ବାଇବଲ15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।” Gade chapit la |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।