ପ୍ରକାଶିତ 11:3 - ପବିତ୍ର ବାଇବଲ (CL) NT (BSI)3 ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ। Gade chapit laଓଡିଆ ବାଇବେଲ3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ। Gade chapit laପବିତ୍ର ବାଇବଲ3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।” Gade chapit la |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।