Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:5 - ପବିତ୍ର ବାଇବଲ (CL) NT (BSI)

5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ଶତ୍ରୁକୁ ଧ୍ୱଂସ କରିବ। ଏହିପରି ଯେ କେହି ସେମାନଙ୍କର କ୍ଷତି କରିବାକୁ ବାହାରିବ, ସେ ନିଜେ ବିନଷ୍ଟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରିଭାବେ ହତ ହେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା'ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ।

Gade chapit la Kopi




ପ୍ରକାଶିତ 11:5
13 Referans Kwoze  

ମୁଁ ଦେଖିଲି, ସେମାନଙ୍କର ଉରସ୍ତ୍ରାଣ ଅଗ୍ନି ପରି ରକ୍ତବର୍ଣ୍ଣ, ନୀଳକାନ୍ତ ମଣି ପରି ନୀଳ ଓ ଗନ୍ଧକ ପରି ପୀତବର୍ଣ୍ଣ ଥିଲା। ଅଶ୍ୱମାନଙ୍କର ସିଂହ ଭଳି ମସ୍ତକ ଥିଲା,


ଦ୍ୱିତୀୟ ପଶୁଟି ମହାଅଲୌକିକ କାର୍ଯ୍ୟସବୁ ସାଧନ କଲା। ସମସ୍ତଙ୍କ ସମ୍ମୁଖରେ ସ୍ୱର୍ଗରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଇଲା


Swiv nou:

Piblisite


Piblisite