Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:9 - ପବିତ୍ର ବାଇବଲ (CL) NT (BSI)

9 ସମସ୍ତ ଦେଶ, ଗୋଷ୍ଠୀ, ଭାଷାଭାଷୀ ଓ ଜାତିର ଲୋକମାନେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେହି ଶବଗୁଡ଼ିକୁ ଦେଖିବେ ଏବଂ ସେଗୁଡ଼ିକୁ ସମାଧି ଦେବା ପାଇଁ ଛାଡ଼ିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ।

Gade chapit la Kopi




ପ୍ରକାଶିତ 11:9
14 Referans Kwoze  

ଦୂତ ମୋତେ ଆହୁରି କହିଲେ, “ତୁମେ ଯେଉଁ ଜଳରାଶି ଦେଖିଲ, ଯାହା ଉପରେ ସେହି ବେଶ୍ୟା ବସିଛି, ତାହା ହେଉଛି ଭିନ୍ନ ରାଷ୍ଟ୍ର, ଜାତି, ଗୋଷ୍ଠୀ ଓ ଭାଷାଭାଷୀଙ୍କର ସମାବେଶ।


କିନ୍ତୁ ସାଢ଼େ ତିନି ଦିନ ପରେ ଈଶ୍ୱରଙ୍କଠାରୁ ପ୍ରାଣବାୟୁ ଆସି ସେମାନଙ୍କ ଶରୀରରେ ପ୍ରବେଶ କଲା ଏବଂ ସେମାନେ ଉଠି ଠିଆ ହେଲେ। ଯେଉଁମାନେ ଏହି ଘଟଣା ଦେଖିଲେ, ସେମାନେ ଆତଙ୍କିତ ହେଲେ।


ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।”


ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।


ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ଅନ୍ୟମାନଙ୍କ ଦୋଷ ବିଷୟରେ ତୁମେ ଯେପରି ଭାବରେ ବିଚାର କରିଥାଅ, ଈଶ୍ୱର ସେପରି ତୁମର ବିଚାର କରିବେ। ତୁମେ ଅନ୍ୟମାନଙ୍କ ପ୍ରତି ଯେଉଁ ନିୟମ ପ୍ରୟୋଗ କରୁଛ, ସେହି ନିୟମ ଈଶ୍ୱର ତୁମ ପ୍ରତି ମଧ୍ୟ ପ୍ରୟୋଗ କରିବେ।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


Swiv nou:

Piblisite


Piblisite