Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:15 - ପବିତ୍ର ବାଇବଲ (CL) NT (BSI)

15 ତା’ପରେ ନାରୀଟିକୁ ପାଣିରେ ଭସାଇ ନେଇ ଯିବା ପାଇଁ ଦ୍ୟାବଳ ନିଜ ମୁଖରୁ ତା’ ପଛେ ପଛେ ଏକ ମନ୍ୟା ସ୍ରୋତ ଛୁଟାଇ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।

Gade chapit la Kopi

ଓଡିଆ ବାଇବେଲ

15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ।

Gade chapit la Kopi




ପ୍ରକାଶିତ 12:15
12 Referans Kwoze  

ଦୂତ ମୋତେ ଆହୁରି କହିଲେ, “ତୁମେ ଯେଉଁ ଜଳରାଶି ଦେଖିଲ, ଯାହା ଉପରେ ସେହି ବେଶ୍ୟା ବସିଛି, ତାହା ହେଉଛି ଭିନ୍ନ ରାଷ୍ଟ୍ର, ଜାତି, ଗୋଷ୍ଠୀ ଓ ଭାଷାଭାଷୀଙ୍କର ସମାବେଶ।


ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ।


ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


କିନ୍ତୁ ତାକୁ ରକ୍ଷା କରିବା ପାଇଁ ପୃଥିବୀ ନିଜର ମୁଖ ଫିଟାଇ ଦ୍ୟାବଳ ମୁଖରୁ ବାହାରୁ ଥିବା ସମସ୍ତ ଜଳକୁ ପାନ କଲା।


ସେ ସେହି ପ୍ରାଚୀନ ସର୍ପ, ସେହି ପିଶାଚ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ଜଞ୍ଜିରରେ ବାନ୍ଧି ପକାଇଲେ


Swiv nou:

Piblisite


Piblisite