Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:8 - ପବିତ୍ର ବାଇବଲ (CL) NT (BSI)

8 ଯୁଦ୍ଧରେ ସର୍ପ ଓ ତା’ର ଅନୁଚରମାନେ ପରାସ୍ତ ହେଲେ ଓ ସେମାନେ ଆଉ ସ୍ୱର୍ଗରେ ସ୍ଥାନ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ।

Gade chapit la Kopi




ପ୍ରକାଶିତ 12:8
18 Referans Kwoze  

ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।


ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।


ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।”


“ସେଥିରେ ମୁଁ ତୁମକୁ କହୁଛି, ତୁମେ ପିତର ଅର୍ଥାତ୍ ପଥର। ଏହି ପଥର ମୂଳଦୁଆ ଉପରେ ମୁଁ ମୋର ଉପାସକ ମୁଣ୍ଡଳୀ ପ୍ରତିଷ୍ଠା କରିବି। ଏପରି କି ମୃତ୍ୟପରି କୌଣସି ଧ୍ୱଂସକାରୀ ଶକ୍ତି ତାକୁ ବିନଷ୍ଟ କରି ପାରିବ ନାହିଁ।


ତାହାପରେ ସ୍ୱର୍ଗରେ ଯୁଦ୍ଧ ଆରମ୍ଭ ହୋଇଗଲା। ମିଖାୟେଲ ଓ ତାଙ୍କର ଦୂତମାନେ ସେହି ବିକଟାଳ ସର୍ପ ଓ ତାହାର ଅନୁଚରମାନଙ୍କ ସହିତ ଯୁଦ୍ଧ କଲେ।


ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


ଅନନ୍ତର ମୁଁ ଦେଖିଲି, ଶ୍ୱେତବର୍ଣ୍ଣର ଗୋଟିଏ ବୃହତ୍ ସିଂହାସନ ଓ ତାହା ଉପରେ ଜଣେ ଉପବିଷ୍ଟ।


Swiv nou:

Piblisite


Piblisite