Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:9 - ପବିତ୍ର ବାଇବଲ (CL) NT (BSI)

9 ଏହି ଦୁଇ ଦୂତଙ୍କ ପରେ ଆଉ ଜଣେ ଦୂତ ଆସି ଉଚ୍ଚ ସ୍ୱରରେ କହିବାକୁ ଲାଗିଲେ, “ଯେ କେହି ପଶୁ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରେ ଓ ନିଜର କପାଳ ବା ହାତରେ ତାହାର ସଂକେତ ଧାରଣ କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ, ପୁଣି ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, ଣପ୍ରକା. ୧୩:୧୬

Gade chapit la Kopi

ଓଡିଆ ବାଇବେଲ

9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା'ର ଚିହ୍ନ ଧାରଣ କରେ,

Gade chapit la Kopi




ପ୍ରକାଶିତ 14:9
7 Referans Kwoze  

ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।”


ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।”


ଏହା ଶୁଣି ପ୍ରଥମ ଦୂତ ଯାଇ ତାଙ୍କ ପାତ୍ରରେ ଯାହା ଥିଲା, ପୃଥିବୀ ଉପରେ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ଯେଉଁମାନେ ପଶୁର ଚିହ୍ନ ଧାରଣ କରିଥିଲେ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରିଥିଲେ, ସେମାନଙ୍କ ଶରୀରରେ ଭୀଷଣ ଯନ୍ତ୍ରଣାଦାୟକ ବିସ୍ଫୋଟକ ବାହାରି ପଡ଼ିଲା।


Swiv nou:

Piblisite


Piblisite