ପ୍ରକାଶିତ 16:11 - ପବିତ୍ର ବାଇବଲ (CL) NT (BSI)11 ସେମାନଙ୍କ ଶରୀରର କ୍ଷତଗୁଡ଼ିକ ଲାପି ଓ ବ୍ୟଥା ବେଦନା ହେତୁ ଈଶ୍ୱରଙ୍କୁ ଅଭିଶାପ ଦେଲେ। କିନ୍ତୁ ନିଜ କୁପଥରୁ ଫେରି ଆସିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ। Gade chapit laଓଡିଆ ବାଇବେଲ11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ। Gade chapit laପବିତ୍ର ବାଇବଲ11 ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ। Gade chapit la |