Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:13 - ପବିତ୍ର ବାଇବଲ (CL) NT (BSI)

13 ତାହାପରେ ମୁଁ ବେଙ୍ଗ ଆକୃତିର ତିନୋଟି ପ୍ରେତାତ୍ମା ଦେଖିଲି। ସେଗୁଡ଼ିକ ପୂର୍ବୋକ୍ତ ସର୍ପ, ପଶୁ ଓ ଭଣ୍ଡ ଭାବବାଦୀର ମୁଖରୁ ବାହାରୁ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;

Gade chapit la Kopi

ଓଡିଆ ବାଇବେଲ

13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟ‌‌ଦ୍‌‌‌‌ବକ୍ତା ମୁଖରୁ ବାହାରି ଆସିଲେ।

Gade chapit la Kopi




ପ୍ରକାଶିତ 16:13
17 Referans Kwoze  

ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।


ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।


ସେ ଉଚ୍ଚ ସ୍ୱରରେ କହିଲେ, “ତାହାର ପତନ ଘଟିଛି। ମହାନ୍ ବାବିଲନ୍ ଧୂଳିସାତ୍ ହୋଇଛି! ତାହା ବର୍ତ୍ତମାନ ପିଶାଚ ଓ ଅଶୁଚି ପ୍ରେତାତ୍ମାମାନଙ୍କର ଆଶ୍ରୟସ୍ଥଳୀ ହୋଇଛି। ସମସ୍ତ ପ୍ରକାର ଅଶୁଚି ଓ ଘୃଣ୍ୟ ପକ୍ଷୀ ସେଠାରେ ବସା ବାନ୍ଧି ରହିଛନ୍ତି।


ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ।


ଭଣ୍ଡା ଭାବବାଦୀମାନଙ୍କ ପ୍ରତି ସାବଧାନ! ସେମାନେ ବାହାରକୁ ମେଣ୍ଢା ପରି ଦେଖାଯାଆନ୍ତି, କିନ୍ତୁ ପ୍ରକୃତରେ ସେମାନେ ଗୋଟିଏ ହେଟା ବାଘ।


Swiv nou:

Piblisite


Piblisite