Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:4 - ପବିତ୍ର ବାଇବଲ (CL) NT (BSI)

4 ତାହାପରେ ତୃତୀୟ ଦୂତଙ୍କ ପାତ୍ରରେ ଯାହା ଥିଲା, ତାହା ସେ ନଦୀ ଓ ଝରଣାଗୁଡ଼ିକ ଉପରେ ଢ଼ାଳିଦେଲେ ଏବଂ ସେ ସବୁର ଜଳ ରକ୍ତରେ ପରିଣତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ

4 ତୃତୀୟ ସ୍ୱର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହୋଇଗଲା।

Gade chapit la Kopi




ପ୍ରକାଶିତ 16:4
10 Referans Kwoze  

ସେତେବେଳେ ମୁଁ ଶୁଣିଲି, ଜଳର ଦାୟିତ୍ୱରେ ଥିବା ଦୂତ କହୁଛନ୍ତି: “ତୁମେ ପବିତ୍ର, ତୁମେ ବର୍ତ୍ତମାନ ଓ ଅତୀତ; ତୁମେ ଯଥାର୍ଥ ବିଚାର କରିଛ।


ସେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କୁ ଭୟ କର, ତାଙ୍କ ମହାତ୍ମ୍ୟର ପ୍ରଶଂସା କର, କାରଣ ମନୁଷ୍ୟର ବିଚାର ସମୟ ଉପସ୍ଥିତ। ସ୍ୱର୍ଗ, ପୃଥିବୀ, ସାଗର ଓ ସମସ୍ତ ଜଳରାଶିର ସ୍ରଷ୍ଟାଙ୍କୁ ପୂଜା କର।”


ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ସମୟରେ ଆକାଶକୁ ଅବରୋଧ କରି ବୃଷ୍ଟିପାତ ବନ୍ଦ କରିବାର କ୍ଷମତା ସେମାନଙ୍କୁ ଦିଆଯାଇଛି। ଜଳ ନିର୍ଝରଗୁଡ଼ିକୁ ରକ୍ତରେ ପରିଣତ କରିବାକୁ ଓ ନିଜ ଇଚ୍ଛାନୁଯାୟୀ ପୃଥିବୀରେ ବାରମ୍ବାର ମହାମାରୀ ସୃଷ୍ଟି କରିବାକୁ ସେମାନଙ୍କର ଅଧିକାର ଅଛି।


Swiv nou:

Piblisite


Piblisite