Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:10 - ପବିତ୍ର ବାଇବଲ (CL) NT (BSI)

10 ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ପତନ ହୋଇ ସାରିଛି। ଜଣେ ଏବେ ରାଜତ୍ୱ କରୁଛି, ଅନ୍ୟଜଣକ ଏ ପର୍ଯ୍ୟନ୍ତ ଆସି ନାହିଁ। ସେ ଆସି କେବଳ ଅଳ୍ପ ସମୟ ପର୍ଯ୍ୟନ୍ତ ରାଜତ୍ୱ କରିବ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।

Gade chapit la Kopi

ଓଡିଆ ବାଇବେଲ

10 ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।

Gade chapit la Kopi

ପବିତ୍ର ବାଇବଲ

10 ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲେଣି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶେଷ ରାଜା ଆସୁଛନ୍ତି। ସେ ଯେତେବେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।

Gade chapit la Kopi




ପ୍ରକାଶିତ 17:10
6 Referans Kwoze  

ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।”


ଏବଂ ଯେଉଁ ପଶୁଟି ଦିନେ ବଞ୍ôଚôଥିଲା, କିନ୍ତୁ ଏବେ ଆଉ ନାହିଁ, ସେ ହେଉଛି ଅଷ୍ଟମ ରାଜା; ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ ଓ ସେ ମଧ୍ୟ ଶୀଘ୍ର ବିନଷ୍ଟ ହେବ।


ପଶୁର ଗୋଟିଏ ମସ୍ତକ ଗୁରୁତର ଆଘାତ ପାଇଥିବା ପରି ମନେ ହେଉଥିଲା। କିନ୍ତୁ କ୍ଷତ ସ୍ଥାନଟି ଭଲ ହୋଇଯାଇଥିଲା ଏବଂ ପୃଥ୍ୱୀବାସୀ ସମସ୍ତେ ବିସ୍ମୟାଭିଭୂତ ହୋଇ ପଶୁର ଅନୁସରଣ କଲେ।


ଏହି ଦ୍ୱିତୀୟ ପଶୁଟି ପ୍ରଥମ ପଶୁର ଉପସ୍ଥିତିରେ ତା’ର କ୍ଷମତା ପ୍ରୟୋଗ କରି ପ୍ରଥମ ପଶୁର ପୂଜା କରିବା ପାଇଁ ପୃଥ୍ୱୀବାସୀ ସମସ୍ତଙ୍କୁ ବାଧ୍ୟ କଲା।


ତୁମେ ଦେଖିଥିବା ସାତଟି ଶୃଙ୍ଗ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ; ସେମାନେ ତାହାଠାରୁ ତାହାର ସବୁ ଛଡ଼ାଇ ନେଇ ତାକୁ ଉଲଗ୍ନ କରି ଛାଡ଼ିଦେବେ। ସେମାନେ ତାହାର ମାଂସ ଭକ୍ଷଣ କରି, ତାକୁ ଅଗ୍ନିରେ ପକାଇ ଧ୍ୱଂସ କରିଦେବେ।


Swiv nou:

Piblisite


Piblisite