Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:13 - ପବିତ୍ର ବାଇବଲ (CL) NT (BSI)

13 ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ଏକ। ସେମାନେ ନିଜର ସମସ୍ତ ଶକ୍ତି ଓ କ୍ଷମତା ପଶୁକୁ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।

Gade chapit la Kopi

ଓଡିଆ ବାଇବେଲ

13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।

Gade chapit la Kopi

ପବିତ୍ର ବାଇବଲ

13 ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ସମାନ। ସେମାନେ ସେମାନଙ୍କର କ୍ଷମତା ଓ ଅଧିକାର ସେହି ପଶୁକୁ ଦେବେ।

Gade chapit la Kopi




ପ୍ରକାଶିତ 17:13
7 Referans Kwoze  

କାରଣ, ଈଶ୍ୱର ନିଜ ଉଦ୍ଦେଶ୍ୟ ସାଧନ କରିବା ନିମନ୍ତେ ସେମାନଙ୍କୁ ଏହି ପ୍ରେରଣା ଦେଇଛନ୍ତି। ସେମାନେ ଏକମତ ହୋଇ କାର୍ଯ୍ୟ କରିବେ ଏବଂ ଈଶ୍ୱରଙ୍କର ବାକ୍ୟ ବାସ୍ତବତାରେ ପରିଣତ ନ ହେବା ପର୍ଯ୍ୟନ୍ତ ରାଜ୍ୟର ଶାସନ ଭାର ସେହି ପଶୁ ହସ୍ତରେ ଛାଡ଼ି ଦେବେ।


ତେଣୁ ମୁଁ ତୁମ୍ଭମାନଙ୍କୁ ବିନତି କରେ, ଏକ ଚିନ୍ତାଧାରା ପୋଷଣ କରି, ଏକ ପ୍ରେମର ଅଂଶୀ ହୋଇ ଏବଂ ମନ ଓ ଆତ୍ମାରେ ଏକ ହୋଇ ତୁମ୍ଭେମାନେ ମୋତେ ସମ୍ପୂର୍ଣ୍ଣଭାବେ ସୁଖୀ କରାଅ।


ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।


ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।


ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


Swiv nou:

Piblisite


Piblisite