Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:18 - ପବିତ୍ର ବାଇବଲ (CL) NT (BSI)

18 “ତୁମେ ଯେଉଁ ସ୍ତ୍ରୀ ଲୋକଟିକୁ ଦେଖିଲ, ସେ ହେଉଛି, ପୃଥିବୀର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କରୁଥିବା ସେହି ମହାନ ନଗରୀ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା, ସେହି ମହାନଗରୀକୁ ବୁଝାଏ।”

Gade chapit la Kopi




ପ୍ରକାଶିତ 17:18
7 Referans Kwoze  

ମହାନଗରୀ ତିନି ଖଣ୍ଡରେ ବିଭକ୍ତ ହେଲା, ପୃଥିବୀର ସମସ୍ତ ନଗର ଧ୍ୱଂସ ପାଇଗଲା। ଈଶ୍ୱର ମହାନଗର ବାବିଲନ୍‌ଙ୍କୁ ଭୁଲି ନ ଥିଲେ। ସେ ତାଙ୍କ ପାନପାତ୍ରରୁ ତାଙ୍କର ପ୍ରଚଣ୍ଡ କ୍ରୋଧରୂପ ସୁରା ତାକୁ ପାନ କରାଇଲେ।


ସେ ଉଚ୍ଚ ସ୍ୱରରେ କହିଲେ, “ତାହାର ପତନ ଘଟିଛି। ମହାନ୍ ବାବିଲନ୍ ଧୂଳିସାତ୍ ହୋଇଛି! ତାହା ବର୍ତ୍ତମାନ ପିଶାଚ ଓ ଅଶୁଚି ପ୍ରେତାତ୍ମାମାନଙ୍କର ଆଶ୍ରୟସ୍ଥଳୀ ହୋଇଛି। ସମସ୍ତ ପ୍ରକାର ଅଶୁଚି ଓ ଘୃଣ୍ୟ ପକ୍ଷୀ ସେଠାରେ ବସା ବାନ୍ଧି ରହିଛନ୍ତି।


ସେ ତା’ର ଲାଞ୍ଜରେ ଆକାଶରୁ ଏକ ତୃତୀୟାଂଶ ନକ୍ଷତ୍ର ଟାଣିଆଣି ପୃଥିବୀ ଉପରେ ନିକ୍ଷେପ କଲା। ପିଲାଟି ଜନ୍ମ ହେବା ସଙ୍ଗେ ସଙ୍ଗେ ତାକୁ ଖାଇ ଦେବା ଉଦ୍ଦେଶ୍ୟରେ ସର୍ପ ଉକ୍ତ ନାରୀ ନିକଟରେ ଆସି ଠିଆହେଲା।


ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ।


ସେ ସେମାନଙ୍କୁ ପରାଜିତ କରି ହତ୍ୟା କରିବ ଏବଂ ଯେଉଁ ମହାନଗରୀରେ, ରାଜପଥରେ ପ୍ରଭୁ କ୍ରୁଶବିଦ୍ଧ ହୋଇଥିଲେ, ସେହିଠାରେ ସେମାନଙ୍କର ଶବ ପଡ଼ି ରହିବ। ସେହି ସହରକୁ ସଦୋମ ଓ ମିସର ବୋଲି କୁହାଯାଇ ପାରିବ।


Swiv nou:

Piblisite


Piblisite