Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:1 - ପବିତ୍ର ବାଇବଲ (CL) NT (BSI)

1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବା ଦେଖିଲି। ସେ ମହାକ୍ଷମତାପନ୍ନ ଥିଲେ ଓ ତାଙ୍କର କାନ୍ତି ସମଗ୍ର ପୃଥିବୀକୁ ଉଜ୍ଜ୍ୱଳ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା।

Gade chapit la Kopi




ପ୍ରକାଶିତ 18:1
8 Referans Kwoze  

ବିଜୁଳି ଯେପରି ଆକାଶରେ ତା’ର ଝଲକ ଦେଖାଏ ଓ ଆକାଶର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ଆଲୋକ ଖେଳାଇ ଦିଏ, ମନୁଷ୍ୟପୁତ୍ର ସେହି ଦିନ ସେହିପରି ଦେଖାଦେବେ।


ନଗରୀଟିକୁ ଆଲୋକିତ କରିବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବରେ ତାହା ଜାଜ୍ୱଲ୍ୟମାନ ଏବଂ ମେଷଶାବକ ତାହାର ପ୍ରଦୀପ।


ତାହାପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ! ଏକାଧିଖ ନଦୀ ନିକଟରେ ନିର୍ମିତ ବେଶ୍ୟା ସଦୃଶ ସେହି ମହାନଗରୀ କି ଶାସ୍ତି ପାଇବ, ତାହା ଦେଖାଇବି।


ତାହାପରେ ମୁଁ ଦେଖିଲି, ଆଉ ଜଣେ ପରାକ୍ରାନ୍ତ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସୁଛନ୍ତି। ସେ ମେଘରେ ଆଚ୍ଛାଦିତ ହୋଇଥିଲେ ଏବଂ ମେଘଧନୁ ତାଙ୍କ ମସ୍ତକକୁ ଘେରି ରହିଥିଲା। ତାଙ୍କର ମୁଖ ସୂର୍ଯ୍ୟ ପରି ଏବଂ ପାଦଦ୍ୱୟ ଅଗ୍ନି ସ୍ତମ୍ଭ ପରି ଦେଖାଯାଉଥିଲା।


ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।


ଦୂତ କହିଲେ: “କାହିଁକି ବିସ୍ମିତ ହେଉଛ? ସେହି ସ୍ତ୍ରୀ ଲୋକ ଏବଂ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ତା’ର ବାହନ ପଶୁର ଗୁପ୍ତ ରହସ୍ୟ ମୁଁ ତୁମକୁ କହୁଛି, ଶୁଣ!


Swiv nou:

Piblisite


Piblisite