Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:18 - ପବିତ୍ର ବାଇବଲ (CL) NT (BSI)

18 ଓ ଦଗ୍ଧ ହେଉଥିବା ନଗରୀର ଧୂମ ଦେଖି କହିଲେ, “ଏହି ମହାନଗରୀ ପରି ଆଉ କୌଣସି ନଗର ନ ଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?

Gade chapit la Kopi

ଓଡିଆ ବାଇବେଲ

18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?

Gade chapit la Kopi

ପବିତ୍ର ବାଇବଲ

18 ସେମାନେ ତା'ର ଜଳୁଥିବାର ଧୂଆଁ ଦେଖିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।”

Gade chapit la Kopi




ପ୍ରକାଶିତ 18:18
8 Referans Kwoze  

ପୁଣି, ସମସ୍ତେ ପଶୁକୁ କ୍ଷମତାପନ୍ନ କରିଥିବା ସର୍ପର ପୂଜା କଲେ। ସେମାନେ ପଶୁକୁ ମଧ୍ୟ ପୂଜା କରି କହିଲେ, “କିଏ ଏହି ପଶୁର ସମକକ୍ଷ ହେବ? କିଏ ତାହା ବିପକ୍ଷରେ ଯୁଦ୍ଧ କରିପାରିବ?”


ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।”


ମହାନଗରୀ ତିନି ଖଣ୍ଡରେ ବିଭକ୍ତ ହେଲା, ପୃଥିବୀର ସମସ୍ତ ନଗର ଧ୍ୱଂସ ପାଇଗଲା। ଈଶ୍ୱର ମହାନଗର ବାବିଲନ୍‌ଙ୍କୁ ଭୁଲି ନ ଥିଲେ। ସେ ତାଙ୍କ ପାନପାତ୍ରରୁ ତାଙ୍କର ପ୍ରଚଣ୍ଡ କ୍ରୋଧରୂପ ସୁରା ତାକୁ ପାନ କରାଇଲେ।


ସେମାନେ ଶୋକ କରି କହିବେ, “ହାୟ! ମହାନଗରୀର ଅବସ୍ଥା ଏବେ କେଡ଼େ ଭୟଙ୍କର, କେଡ଼େ ଶୋଚନୀୟ! ସେ ସୂକ୍ଷ୍ମ ବସ୍ତ୍ର, କୃଷ୍ଣ ଲୋହିତ ଓ ସିନ୍ଦୁର ବର୍ଣ୍ଣ ବସ୍ତ୍ରପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।


Swiv nou:

Piblisite


Piblisite