ପ୍ରକାଶିତ 19:1 - ପବିତ୍ର ବାଇବଲ (CL) NT (BSI)1 ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର, Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର, Gade chapit laପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରେ ଅନେକ ଲୋକମାନଙ୍କର ସ୍ୱର ଭଳି ଏକ ସ୍ୱର ଶୁଣିଲି। ସେମାନେ କହୁଥିଲେ: “ହାଲ୍ଲିଲୂୟା! ବିଜୟ, ମହିମା ଓ କ୍ଷମତା ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅଟେ। Gade chapit la |