Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:16 - ପବିତ୍ର ବାଇବଲ (CL) NT (BSI)

16 ତାଙ୍କ ପୋଷାକ ଉପରେ ଓ ଉରୁଦେଶରେ ଲେଖା ହୋଇଥିଲା, “ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।

Gade chapit la Kopi

ଓଡିଆ ବାଇବେଲ

16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”

Gade chapit la Kopi

ପବିତ୍ର ବାଇବଲ

16 ତାହାଙ୍କ ପୋଷାକ ଓ ଜଘଂଦେଶରେ ଏହା ଲେଖାଥିଲା: ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ

Gade chapit la Kopi




ପ୍ରକାଶିତ 19:16
13 Referans Kwoze  

ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


ତାଙ୍କ ପୁନରାଗମନର ଉପଯୁକ୍ତ ସମୟ ନିର୍ଣ୍ଣୟ କରିବେ ସ୍ୱୟଂ ଈଶ୍ୱର - ପରମଧନ୍ୟ, ରାଜାଧିରାଜ, ପ୍ରଭୁମାନଙ୍କର ପ୍ରଭୁ, ଅଦ୍ୱିତୀୟ ଅଧିପତି;


“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।


ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ଭାଇମାନଙ୍କ ମଧ୍ୟରୁ ସବୁଠାରୁ ନଗଣ୍ୟ ପାଇଁ ଯାହା ସବୁ କରିଛ - ତାହା ମୋ’ ପାଇଁ କରିଛ।’


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


Swiv nou:

Piblisite


Piblisite