Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:7 - ପବିତ୍ର ବାଇବଲ (CL) NT (BSI)

7 ଆସ, ଆନନ୍ଦ ଓ ଉଲ୍ଲାସ କରିବା, ତାଙ୍କ ମହନୀୟତାର ପ୍ରଶସ୍ତି କରିବା। ମେଷଶାବକଙ୍କ ବିବାହ ଉତ୍ସବ ଉପସ୍ଥିତ, ତାଙ୍କର କନ୍ୟା ସେଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।

Gade chapit la Kopi

ଓଡିଆ ବାଇବେଲ

7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।

Gade chapit la Kopi

ପବିତ୍ର ବାଇବଲ

7 ଆସ, ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ୱରଙ୍କୁ ଗୌରବ ଦେବା! ଯେହେତୁ ମେଷଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ୟା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭେମାନେ ତାହାଙ୍କୁ ଗୌରବ ଦେବା।

Gade chapit la Kopi




ପ୍ରକାଶିତ 19:7
29 Referans Kwoze  

ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”


ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା।


ତୁମ୍ଭମାନଙ୍କ ସମ୍ବନ୍ଧରେ ଏକ ଐଶ୍ୱରିକ ଈର୍ଷାଭାବ ମୋ’ ଅନ୍ତରରେ ଅଛି। କାରଣ ତୁମ୍ଭେମାନେ ପବିତ୍ୟ କୁମାରୀ ପରି। ଏକମାତ୍ର ବର ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ମିଳନ କରାଉ ଦେବା ନିମନ୍ତେ ମୁଁ ପ୍ରତିଜ୍ଞା କରିଅଛି।


“ଈଶ୍ୱରଙ୍କ ରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ରାଜା ରାଜକୁମାରଙ୍କର ବିବାହ ଭୋଜି ଆୟୋଜନ କଲେ।


ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।”


ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି।


ମୋର ଏ କଥାର ତୁମ୍ଭେମାନେ ସାକ୍ଷୀ। ନବବଧୂ କେବଳ ବରର ନିଜସ୍ୱ। କିନ୍ତୁ ପାଶ୍ୱର୍ରେ ଠିଆ ହୋଇଥିବା ବରର ବନ୍ଧୁ ତା’ କଥା ଶୁଣି ଉତ୍ଫୁଲ ହୁଏ। ଏହି ପରିପୂର୍ଣ୍ଣ ଆନନ୍ଦ ମୁଁ ଏବେ ଉପଭୋଗ କରୁଛି।


ମଣ୍ଡଳୀ ଉପରେ ଖ୍ରୀଷ୍ଟଙ୍କର ଅଧିକାର ପରି ସ୍ତ୍ରୀ ଉପରେ ସ୍ୱାମୀର ଅଧିକାର ଅଛି; ପୁଣି ଖ୍ରୀଷ୍ଟ ହିଁ ତାଙ୍କ ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।


ଆମେ ପ୍ରକୃତରେ ସୁନ୍ନତପ୍ରାପ୍ତ; ସେମାନେ ନୁହଁନ୍ତି। ଆମେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଈଶ୍ୱରଙ୍କ ଉପାସନା କରୁଛୁ ଏବଂ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆନନ୍ଦୋଲ୍ଲାସ କରୁଛୁ। ବାହ୍ୟ ରୀତିନୀତି ଉପରେ ଆମର ଆସ୍ଥା ନାହିଁ।


ସେ ଏହା ଭାବିବାବେଳେ ଜଣେ ସ୍ୱର୍ଗଦୂତ ତାଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେ ଦାଉଦବଂଶଜ ଯୋସେଫ! ମରିୟମଙ୍କୁ ପତ୍ନୀ ସ୍ୱରୂପେ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ପବିତ୍ରାତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।


ଠିକ୍ ସେହି ସମୟରେ ଭୀଷଣ ଭୂମିକମ୍ପ ହେଲା, ନଗରୀର ଏକ ଦଶମାଂଶ ଧ୍ୱଂସ ପାଇଲା ଏବଂ ଭୂମିକମ୍ପରେ ସାତ ହଜାର ଲୋକ ପ୍ରାଣ ହରାଇଲେ। ବଞ୍ଚି ଯାଇଥିବା ଲୋକମାନେ ଭୟଭୀତ ହୋଇ ସ୍ୱର୍ଗବାସୀ ଈଶ୍ୱରଙ୍କ ସର୍ବବ୍ୟାପକ ମହତ୍ତ୍ୱର ସ୍ତୁତିବାଦ କଲେ।


Swiv nou:

Piblisite


Piblisite